Numbers 4:14 — Compare Translations
5 translations compared side by side
Odia - 1840
"ଆଉ ତା'ଉପରେ ସମାନେେ ଅଙ୍ଗାରଧାନୀ, ତସଲା, କଣ୍ଟା କୋଦାଳ, ଗହୀରା ପାତ୍ର ପ୍ରଭୃତି ୟଜ୍ଞବଦେୀ ରେ ସବୋର୍ଥକ ସମସ୍ତ ପାତ୍ର ରଖିବେ। ତହୁଁ ସମାନେେ ତାଉପରେ ଶିଶୁକଚର୍ମର ଆଚ୍ଛାଦନ ଦବେେ ଏବଂ କଡା ମଧିଅରେ ସାଙ୍ଗି ଲଗାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ ଓ କରଚୁଲି ଓ କୁଣ୍ତ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତା’ଉପରେ ସେମାନେ ଅଙ୍ଗାରଧାନୀ, ତସଲା, କଣ୍ଟା କୋଦାଳ, ଗହୀରା ପାତ୍ର ପ୍ରଭୃତି ଯଜ୍ଞବେଦିରେ ସେବାର୍ଥକ ସମସ୍ତ ପାତ୍ର ରଖିବେ। ତହୁଁ ସେମାନେ ତା’ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଏବଂ କଡ଼ା ମଧ୍ୟରେ ସାଙ୍ଗୀ ଲଗାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।