Numbers 4:15 — Compare Translations

5 translations compared side by side

Odia - 1840
"ଏହି ରୂପେ ଯେତବେେଳେ ଛାଉଣୀ ଅଗ୍ରସର ହବୋ ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ରସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ଯ ଢାଙ୍କି ଦବେେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସମାନେେ ନିଶ୍ଚଯ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ ନ ହେଲେ ସମାନେ ମୁତ୍ଯୁବରଣ କରିବେ। ପବିତ୍ର ତମ୍ବୁ ରେ ଏହାହିଁ କହାତ ପୁତ୍ରଗଣର କର୍ତ୍ତବ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ୍-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ । ଏହା ହିଁ ସମାଗମ-ତମ୍ଵୁରେ କହାତ୍-ସନ୍ତାନଗଣର ଭାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।
Odia IRV 2017 (ଓଡିଆ ବାଇବେଲ)