Numbers 4:16 — Compare Translations

5 translations compared side by side

Odia - 1840
"ଆଉ ସମସ୍ତ ଆବାସର, ତତ୍ତ୍ବାବଧାନ ସହେି ପବିତ୍ର ତମ୍ବୁ ଏବଂ ତନ୍ମଧ୍ଯସ୍ଥିତ ସମସ୍ତ ପବିତ୍ରସ୍ଥାନ ଏବଂ ସମସ୍ତ ଦ୍ରବ୍ଯ ଅର୍ଥାତ୍ ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ଯ, ନିତ୍ଯଭକ୍ଷ୍ଯ ନବୈେଦ୍ଯ ଓ ଅଭିଷକୋର୍ଥକ ତୈଳ, ଏହି ସବୁର ତତ୍ତ୍ବାବଧାନ କାର୍ୟ୍ଯ ହାରୋଣର ପୁତ୍ର ଇଲିଯାସର ଯାଜକର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର ଓ ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ଵାବଧାନ, ଅର୍ଥାତ୍, ଦୀପାର୍ଥକ ତୈଳ ଓ ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ଵାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ସମସ୍ତ ଆବାସର, ତତ୍ତ୍ୱାବଧାନ ସେହି ପବିତ୍ର ତମ୍ବୁ ଏବଂ ତନ୍ମଧ୍ୟସ୍ଥିତ ସମସ୍ତ ପବିତ୍ର ସ୍ଥାନ ଏବଂ ସମସ୍ତ ଦ୍ରବ୍ୟ ଅର୍ଥାତ୍ ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣର ପୁତ୍ର ଇଲିୟାସର ଯାଜକର ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।