Numbers 4:18 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଲବେୀୟମାନଙ୍କ ମଧ୍ଯରୁ କହାତ ବଂଶୀଯ ଗୋଷ୍ଠୀକି ଅଲଗା କରିଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ୍ ବଂଶୀୟ ଗୋଷ୍ଠୀକି ଉଚ୍ଛିନ୍ନ କର ନାହିଁ!
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକି ଅଲଗା କରିଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ!
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ”!