Numbers 4:19 — Compare Translations

5 translations compared side by side

Odia - 1840
"ମାତ୍ର ସମାନେେ ମହାପବିତ୍ର ସ୍ଥାନ ରେ ଥିବା ବସ୍ତ୍ରର ନିକଟବର୍ତ୍ତୀ ହେଲା ବେଳେ ଯେପରି ନ ମରନ୍ତି, ଏଥିପାଇଁ ତୁମ୍ଭେ ମାନେ ସମାନଙ୍କେ ପ୍ରତି ଏହିପରି କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତର ୟାଇ ସମାନଙ୍କେର ପ୍ରେତ୍ୟକକ ଜଣକୁ ଆପଣା ଆପଣା ସବୋ ରେ ଓ ଭାର ବହନ ରେ ନିୟୁକ୍ତି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ବେଳେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାରବହନରେ ନିଯୁକ୍ତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେମାନେ ମହାପବିତ୍ର ସ୍ଥାନରେ ଥିବା ବସ୍ତ୍ରର ନିକଟବର୍ତ୍ତୀ ହେଲାବେଳେ ଯେପରି ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏହିପରି କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରକୁ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।
Odia IRV 2017 (ଓଡିଆ ବାଇବେଲ)