Numbers 4:23 — Compare Translations
5 translations compared side by side
Odia - 1840
"ଯେଉଁମାନେ ତିରିଶ ବର୍ଷଠାରୁ ପଚାଶବର୍ଷ ମଧିଅରେ ଓ ସମାଗମ ତମ୍ବୁ ରେ ସବୋ କରି ପାରିବେ, ସମାନଙ୍କେୁ ଗଣନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ମଧ୍ୟରେ ଓ ସମାଗମ-ତମ୍ବୁରେ ସେବା କରି ପାରିବେ, ସେମାନଙ୍କୁ ଗଣନା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
Odia IRV 2017 (ଓଡିଆ ବାଇବେଲ)
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।