Numbers 4:25 — Compare Translations
5 translations compared side by side
Odia - 1840
"ସମାନେେ ପବିତ୍ର ତମ୍ବୁର ପରଦା ସକଳ, ତହିଁର ଆଚ୍ଛାଦନ, ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ ତମ୍ବୁର ପ୍ରବେଶ ଦ୍ବାରର ଆଚ୍ଛାଦନ ବସ୍ତ୍ର ବହନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ଵୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ-ତମ୍ଵୁ ଦ୍ଵାରର ଆଚ୍ଛାଦନବସ୍ତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପବିତ୍ର ତମ୍ବୁର ପରଦା ସକଳ, ତହିଁର ଆଚ୍ଛାଦନ, ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ-ତମ୍ବୁର ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର ବହନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆବାସର ଯବନିକାସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;