Numbers 4:26 — Compare Translations

5 translations compared side by side

Odia - 1840
"ଆଉ ପ୍ରାଙ୍ଗଣର ପରଦା ଯାହା ପବିତ୍ର ତମ୍ବୁକୁ ଆଚ୍ଛାଦନ କରେ ଏବଂ ୟଜ୍ଞବଦେୀ, ପ୍ରବେଶ ଫାଟକର ପରଦା ତହିଁର ରଜ୍ଜୁ ଓ ତହିଁର ସବୋର୍ଥକ ସମସ୍ତ ଦ୍ରବ୍ଯ ବହନ କରିବେ ଓ ସହେି ସବୁ ରେ ଯେଉଁ କାର୍ୟ୍ଯ କରିବାକୁ ହୁଏ ତାହାସବୁ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପ୍ରାଙ୍ଗଣର ପରଦାସକଳ ଓ ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ଵାରର ଆଚ୍ଛାଦନବସ୍ତ୍ର ଓ ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେ ଯେ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପ୍ରାଙ୍ଗଣର ପରଦା ଯାହା ପବିତ୍ର ତମ୍ବୁକୁ ଆଚ୍ଛାଦନ କରେ ଏବଂ ଯଜ୍ଞବେଦି, ପ୍ରବେଶ ଫାଟକର ପରଦା ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହନ କରିବେ ଓ ସେହିସବୁରେ ଯେଉଁ କାର୍ଯ୍ୟ କରିବାକୁ ହୁଏ ତାହା ସବୁ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।