Numbers 4:27 — Compare Translations

5 translations compared side by side

Odia - 1840
"ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ନିର୍ବ୍ଦେଶ ଅନୁସାରେ ଗେର୍ଶୋନର ଲୋକମାନେ ନିଜ ନିଜର କାର୍ୟ୍ଯ ଓ ସବୋ ସମ୍ବନ୍ଧୀଯ ସମସ୍ତ କର୍ମ କରିବା ଉଚିତ୍। ତୁମ୍ଭେ ସମାନଙ୍କେୁ, ଯାହାସବୁ ଦାଯୀତ୍ବ ବହନ କରନ୍ତି ସହେି କାର୍ୟ୍ଯ ଭାର ଦବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ଵନ୍ଧୀୟ ସମସ୍ତ କର୍ମ କରିବେ; ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ନିର୍ଦ୍ଦେଶ ଅନୁସାରେ ଗେର୍ଶୋନର ଲୋକମାନେ ନିଜ ନିଜର କାର୍ଯ୍ୟ ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବା ଉଚିତ୍। ତୁମ୍ଭେ ସେମାନଙ୍କୁ, ଯାହାସବୁ ଦାୟୀତ୍ୱ ବହନ କରନ୍ତି ସେହି କାର୍ଯ୍ୟ ଭାର ଦେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।