Numbers 4:28 — Compare Translations
5 translations compared side by side
Odia - 1840
"ସମାଗମ ତମ୍ବୁ ରେ ଗେର୍ଶୋନୀଯ ପରିବାରବର୍ଗ ଏହି ସବୋ ଦାଆୟାଏ। ଇଥାମର ଯାଜକ ହାରୋଣଙ୍କ ପୁତ୍ର ସମାନଙ୍କେ ଉପରେ ପର୍ୟ୍ଯବେକ୍ଷଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମାଗମ-ତମ୍ଵୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସମାଗମ-ତମ୍ବୁରେ ଗେର୍ଶୋନୀୟ ପରିବାରବର୍ଗଙ୍କୁ ଏହି ସେବା ଦିଆଯାଏ। ଈଥାମର ଯାଜକ ହାରୋଣଙ୍କ ପୁତ୍ର ସେମାନଙ୍କ ଉପରେ ପର୍ଯ୍ୟବେକ୍ଷଣ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।
Odia IRV 2017 (ଓଡିଆ ବାଇବେଲ)
ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।