Numbers 4:32 — Compare Translations
5 translations compared side by side
Odia - 1840
"ସମାନେେ ପ୍ରାଙ୍ଗଣର ବାଡର ଖମ୍ବକୁ, ସଗେୁଡିକର ଭିତ୍ତିକୁ, ସଗେୁଡିକର ଖିଲକୁ, ସଗେୁଡିକର ରଜ୍ଜକୁ, ତାହା ସହିତ ସଂୟୁକ୍ତ ସମସ୍ତ ବସ୍ତୁକୁ ବହନ କରିବା ଉଚିତ୍। ତୁମ୍ଭେ ପ୍ରେତ୍ୟକକ ବ୍ଯକ୍ତିକୁ ନିର୍ଦ୍ଧିଷ୍ଟ କାର୍ୟ୍ଯଭାର ବହନ କରିବାକୁ ଦବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ଓ ତହିଁର ଚୁଙ୍ଗୀ ଓ ମେଖ ଓ ରଜ୍ଜୁ ଓ ତହିଁ ସମ୍ଵନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାର⇧ ଦ୍ରବ୍ୟାଦି ନାମ ଦ୍ଵାରା ନିରୂପଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପ୍ରାଙ୍ଗଣର ବାଡର ଖମ୍ବକୁ, ସେଗୁଡ଼ିକର ଭିତ୍ତିକୁ, ସେଗୁଡ଼ିକର ଖିଲକୁ, ସେଗୁଡ଼ିକର ରଜ୍ଜକୁ, ତାହା ସହିତ ସଂଯୁକ୍ତ ସମସ୍ତ ବସ୍ତୁକୁ ବହନ କରିବା ଉଚିତ୍। ତୁମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ନିର୍ଦ୍ଧିଷ୍ଟ କାର୍ଯ୍ୟଭାର ବହନ କରିବାକୁ ଦେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।
Odia IRV 2017 (ଓଡିଆ ବାଇବେଲ)
ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।