Numbers 4:33 — Compare Translations
5 translations compared side by side
Odia - 1840
"ସମାଗମ ତମ୍ବୁ ରେ ମରାରି ସନ୍ତାନମାନଙ୍କ ବଂଶର ସମସ୍ତ ସବୋ ସମ୍ବନ୍ଧୀଯ ଏହି କାର୍ୟ୍ଯ; ଏସବୁ ହାରୋଣ ଯାଜକର ପୁତ୍ର ଈଥାମରର ଦଖାେ ରଖାେ କରିବାର ଦାଯିତ୍ବ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମାଗମ-ତମ୍ଵୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ଵନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସମାଗମ-ତମ୍ବୁରେ ମରାରି ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏସବୁ ହାରୋଣ ଯାଜକର ପୁତ୍ର ଈଥାମରର ଦେଖା ରେଖା କରିବାର ଦାୟିତ୍ୱ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।”
Odia IRV 2017 (ଓଡିଆ ବାଇବେଲ)
ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।