Numbers 4:39 — Compare Translations
5 translations compared side by side
Odia - 1840
"ତିରିଶ ବର୍ଷ ବଯସ୍କଠାରୁ ପଚାଶ ବର୍ଷ ବଯସ୍କ ପର୍ୟ୍ଯନ୍ତ ଯେଉଁମାନେ ସମାଗମ ତମ୍ବୁ ରେ କର୍ମ କରିବା ନିମନ୍ତେ ସବେକ ଶେଣ୍ରୀଭୁକ୍ତ ହେଲେ ସମାନଙ୍କେୁ ଗଣା ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
Odia Bible ERV 2004 (ପବିତ୍ର ବାଇବଲ)
ତିରିଶ୍ ବର୍ଷ ବୟସ୍କଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶେଣ୍ରୀଭୁକ୍ତ ହେଲେ ସେମାନଙ୍କୁ ଗଣା ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,