Numbers 4:40 — Compare Translations

5 translations compared side by side

Odia - 1840
"ଗେର୍ଶୋନ ବଂଶ ରେ ପିତୃଗୃହ ଅନୁସାରେ ଗଣନା କରାୟିବାରୁ ସମାନଙ୍କେ ସଂଖ୍ଯା 2,630 ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗେର୍ଶୋନ ବଂଶରେ ପିତୃଗୃହ ଅନୁସାରେ ଗଣନା କରାଯିବାରୁ ସେମାନଙ୍କ ସଂଖ୍ୟା 2630 ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା’ନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।