Numbers 4:44 — Compare Translations
5 translations compared side by side
Odia - 1840
"ସମାନେେ ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣା ୟିବାରୁ ସମାନଙ୍କେ ସଂଖ୍ଯା 3,200 ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣା ଯିବାରୁ ସେମାନଙ୍କ ସଂଖ୍ୟା 3200 ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା’ନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ।