Numbers 4:49 — Compare Translations
5 translations compared side by side
Odia - 1840
"ମାଶାଙ୍କେୁ ସଦାପ୍ରଭୁ ଯେଉଁ ଅନୁସାରେ ଆଜ୍ଞା ଦଇେଥିଲେ, ସହେିପରି ଭାବରେ ସେ ସମାନଙ୍କେର ସବୋ ଓ ଭାର ବହିବା ଅର୍ଥ ଅନୁସାରେ ଗଣ୍ଯ ହେଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାଙ୍କେ ଦ୍ବାରା ଏହା କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ଵାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ଵାରା ସେମାନେ ଗଣିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କୁ ସଦାପ୍ରଭୁ ଯେଉଁ ଅନୁସାରେ ଆଜ୍ଞା ଦେଇଥିଲେ, ସେହିପରି ଭାବରେ ସେ ସେମାନଙ୍କର ସେବା ଓ ଭାର ବହିବା ଅର୍ଥ ଅନୁସାରେ ଗଣ୍ୟ ହେଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶାଙ୍କ ଦ୍ୱାରା ଏହା କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।