Numbers 4:6 — Compare Translations

5 translations compared side by side

Odia - 1840
"ସମାନେେ ପୁନର୍ବାର ତାହାକୁ ଶିଶୁକ ଚର୍ମର ଆଚ୍ଛାଦନ କରିବେ ଓ ତହିଁ ଉପରେ ସମ୍ପୂର୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦବେେ, ତା'ପରେ ସମାନେେ ପବିତ୍ର ସିନ୍ଦୁକ ବହନ କରିବାର ସାଙ୍ଗି ଲଗାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପୁନର୍ବାର ତାହାକୁ ଶିଶୁକଚର୍ମର ଆଚ୍ଛାଦନ କରିବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତା’ପରେ ସେମାନେ ପବିତ୍ର ସିନ୍ଦୁକ ବହନ କରିବାର ସାଙ୍ଗୀ ଲଗାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।
Odia IRV 2017 (ଓଡିଆ ବାଇବେଲ)
ଓ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।