Numbers 4:7 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ପବିତ୍ର ମଜେ ଉପରେ ନୀଳବର୍ଣ୍ଣର ଏକ ବସ୍ତ୍ର ବିଛାଇବା ଉଚିତ୍ ଏବଂ ତାହା ଉପରେ ଥାଳୀ, ଚାମଚ, ପାତ୍ର ଜାର୍ ପଯେ ନବୈେଦ୍ଯ ରଖିବା ଉଚିତ୍। ଦର୍ଶନୀଯ ରୋଟୀ ସବୁବେଳେ ସେଥି ରେ ରଖିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ଦର୍ଶନୀୟ ରୋଟୀର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ ଓ ତହିଁ ଉପରେ ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୋଟୀ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ସେମାନେ ପବିତ୍ର ମେଜ ଉପରେ ନୀଳବର୍ଣ୍ଣର ଏକ ବସ୍ତ୍ର ବିଛାଇବା ଉଚିତ୍ ଏବଂ ତାହା ଉପରେ ଥାଳୀ, ଗ୍ଭମଚ, ପାତ୍ର ଜାର୍ ପେୟନୈବେଦ୍ୟ ରଖିବା ଉଚିତ୍। ଦର୍ଶନୀୟ ରୋଟୀ ସବୁବେଳେ ସେଥିରେ ରଖିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।