Numbers 4:8 — Compare Translations

5 translations compared side by side

Odia - 1840
"ତା'ପରେ ସେ ସମସ୍ତ ଉପରେ ସମାନେେ ଏକ ସିନ୍ଦୁରବର୍ଣ୍ଣ ବସ୍ତ୍ର ବିଛାଇବେ ଏବଂ ତା'ପରେ ଶିଶୁକଚର୍ମ ରେ ଆଚ୍ଛାଦନ କରିବେ। ତା'ପରେ ସମାନେେ ସହେି ସାଙ୍ଗି କଡା ଭିତ ରେ ପୁରାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସମସ୍ତ ଉପରେ ସେମାନେ ଏକ ସିନ୍ଦୁରବର୍ଣ୍ଣ ବସ୍ତ୍ର ବିଛାଇବେ ଏବଂ ତା’ପରେ ଶିଶୁକଚର୍ମରେ ଆଚ୍ଛାଦନ କରିବେ। ତା’ପରେ ସେମାନେ ସେହି ସାଙ୍ଗୀ କଡ଼ା ଭିତରେ ପୁରାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂର ବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।