Numbers 5:10 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ମନୁଷ୍ଯର ଅଧିକାର ରେ ଥିବା ସବୁ କିଛି ତା'ର ନିଜର ହାଇେ ରହିଥାଏ, ଯେ ପର୍ୟ୍ଯନ୍ତ ସେ ତାହା ଅର୍ପଣ କରିନାହିଁ। ଯାହା ଜଣେ ମନୁଷ୍ଯ ଯାଜକଙ୍କୁ ଦିଅନ୍ତି ତାହା ଯାଜକର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗୀତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ମନୁଷ୍ୟର ଅଧିକାରରେ ଥିବା ସବୁକିଛି ତା’ର ନିଜର ହୋଇ ରହିଥାଏ, ଯେପର୍ଯ୍ୟନ୍ତ ସେ ତାହା ଅର୍ପଣ କରି ନାହିଁ। ଯାହା ଜଣେ ମନୁଷ୍ୟ ଯାଜକଙ୍କୁ ଦିଅନ୍ତି ତାହା ଯାଜକର ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗିତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ।”
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗୀତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ।