Numbers 5:12 — Compare Translations

5 translations compared side by side

Odia - 1840
"ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ କୁହ, କୌଣସୀ ମନୁଷ୍ଯର ସ୍ତ୍ରୀ ଯବେେ ବିପଥଗାମିନୀ ହାଇେ ତାହା ବିରୁଦ୍ଧ ରେ ସତ୍ଯ ଲଘଂନ କରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯେବେ ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ କୁହ, କୌଣସି ମନୁଷ୍ୟର ସ୍ତ୍ରୀ ଯେବେ ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ ଲଘଂନ କରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,