Numbers 5:13 — Compare Translations

5 translations compared side by side

Odia - 1840
"ଅର୍ଥାତ୍ ଯଦି ସେ କୌଣସି ପୁରୁଷ ସହିତ ତା'ର ସ୍ବାମୀର ଦୃଷ୍ଟି ଅଗୋଚର ରେ ଦୈହିକ ସଂପର୍କ ରେଖ। ସେ ଯଦି ସେ କଳୁଷିତ ହାଇେଥାଏ, ତା ବିରୁଦ୍ଧ ରେ କହେି ସାକ୍ଷୀ ନଥାଏ କିମ୍ବା ସେ କର୍ମ ବେଳେ ଧରା ପଡିନଥାଏ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଯେବେ କୌଣସି ପୁରୁଷ ତାହା ସହିତ ସଂସର୍ଗ କରେ ଓ ତାହା ତାହାର ସ୍ଵାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ବେଳେ ଧରା ପଡ଼ି ନ ଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ଅର୍ଥାତ୍ ଯଦି ସେ କୌଣସି ପୁରୁଷ ସହିତ ତା’ର ସ୍ୱାମୀର ଦୃଷ୍ଟି ଅଗୋଚରରେ ଦୈହିକ ସମ୍ପର୍କ ରଖେ। ସେ ଯଦି କଳୁଷିତ ହୋଇଥାଏ, ତା’ ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ କିମ୍ବା ସେ କର୍ମ ବେଳେ ଧରା ପଡ଼ି ନ ଥାଏ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ;
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ;