Numbers 5:14 — Compare Translations
5 translations compared side by side
Odia - 1840
"ଆଉ ଯବେେ ତା'ର ସ୍ବାମୀ ସନ୍ଦହେ କରେ, ଯେତବେେଳେ ସେ ନିଜକୁ କଳୁଷିତ କରିଥାଏ, ସେ ତାକୁ ସନ୍ଦହେ କରେ ଯେତବେେଳେ ସେ କଳୁଷିତ କର୍ମ କରିନଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ସ୍ଵାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ଵଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯେବେ ସ୍ଵାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ଵଳେ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେବେ ତା’ର ସ୍ୱାମୀ ସନ୍ଦେହ କରେ, ଯେତେବେଳେ ସେ ନିଜକୁ କଳୁଷିତ କରିଥାଏ, ସେ ତାକୁ ସନ୍ଦେହ କରେ ଯେତେବେଳେ ସେ କଳୁଷିତ କର୍ମ କରି ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;