Numbers 5:15 — Compare Translations

5 translations compared side by side

Odia - 1840
"ତବେେ ସହେି ପୁରୁଷ ନିଜ ସ୍ତ୍ରୀକୁ ଯାଜକ ନିକଟକୁ ଆଣିବ, ତା'ର ଉପହାର ଐଫାର ଦଶମାଂଶ ବାର୍ଲି ମଇଦା ଆଣିବ, ତହିଁ ଉପରେ ସେ ତୈଳ ଢାଳିବ ନାହିଁ, ଅବା ଧୂପ ସେଥି ରେ ସଂୟୋଗ କରିବ ନାହିଁ, କାରଣ ତାହା ଇର୍ଷାର ଶସ୍ଯ ନବୈେଦ୍ଯ, ତାହାର ଦୋଷକୁ ଅନାବୃତ କରିବା ପାଇଁ ଏହି ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ-ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେହି ପୁରୁଷ ନିଜ ସ୍ତ୍ରୀକୁ ଯାଜକ ନିକଟକୁ ଆଣିବ, ତା’ର ଉପହାର ଐଫାର ଦଶମାଂଶ ବାର୍ଲି ମଇଦା ଆଣିବ, ତହିଁ ଉପରେ ସେ ତୈଳ ଢାଳିବ ନାହିଁ, ଅବା ଧୂପ ସେଥିରେ ସଂଯୋଗ କରିବ ନାହିଁ, କାରଣ ତାହା ଈର୍ଷାର ଶସ୍ୟ ନୈବେଦ୍ୟ, ତାହାର ଦୋଷକୁ ଅନାବୃତ କରିବା ପାଇଁ ଏହି ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ।