Numbers 5:16 — Compare Translations
5 translations compared side by side
Odia - 1840
"ତା'ପରେ ଯାଜକ ସେ ସ୍ତ୍ରୀଲୋକକୁ ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଛିଡା କରାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯାଜକ ସେହି ସ୍ତ୍ରୀକି ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ଯାଜକ ସେ ସ୍ତ୍ରୀଲୋକକୁ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା କରାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।