Numbers 5:17 — Compare Translations
5 translations compared side by side
Odia - 1840
"ଯାଜକ ଗୋଟିଏ ମାଟି ପାତ୍ର ରେ ପବିତ୍ର ଜଳ ନବେ ଓ କିଛି ଧୂଳି ପବିତ୍ର ତମ୍ବୁର ଚଟାଣରୁ ନଇେ ପାଣି ରେ ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାଜକ ମୃତ୍ତିକାପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ଗୋଟିଏ ମାଟି ପାତ୍ରରେ ପବିତ୍ର ଜଳ ନେବ ଓ କିଛି ଧୂଳି ପବିତ୍ର ତମ୍ବୁର ଚଟାଣରୁ ନେଇ ପାଣିରେ ପକାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।