Numbers 5:18 — Compare Translations
5 translations compared side by side
Odia - 1840
"ତହୁଁ ଯାଜକ ସହେି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖ ରେ ଉପସ୍ଥିତ କରିବ ଓ ସହେି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସହେି ଭକ୍ଷ୍ଯ ନବୈେଦ୍ଯ, ଅର୍ଥାତ୍ ଈର୍ଷାର ଭକ୍ଷ୍ଯ ନବୈେଦ୍ଯ ଯାହା ତା'ର ଦୋଷକୁ ଅନାବୃତ କରେ, ତାହାର ହସ୍ତ ରେ ଦବେ; ପୁଣି ଯାଜକ ଆପଣା ହସ୍ତ ରେ ଶାପ ଜନକ ତିକ୍ତ ଜଳ ରଖିବ ତାହା ଅଭିଶାପ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ସେହି ସ୍ତ୍ରୀକି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି ଯାଜକ ଆପଣା ହସ୍ତରେ ଶାପଜନକ ତିକ୍ତ ଜଳ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ଯାହା ତା’ର ଦୋଷକୁ ଅନାବୃତ କରେ, ତାହାର ହସ୍ତରେ ଦେବ; ପୁଣି ଯାଜକ ଆପଣା ହସ୍ତରେ ଶାପ ଜନକ ତିକ୍ତ ଜଳ ରଖିବ ତାହା ଅଭିଶାପ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।