Numbers 5:19 — Compare Translations
5 translations compared side by side
Odia - 1840
"ଆଉ ଯାଜକ ସହେି ସ୍ତ୍ରୀକୁ ଶପଥ କରାଇ କହିବ, 'ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶଯନ କରି ଶରୀର ମିଳନ ନଥାଏ, ତୁମ୍ଭେ ଯେତବେେଳେ ତୁମ୍ଭ ସ୍ବାମୀକୁ ବିବାହ କରିଥିଲ, ତବେେ ଏହି ଶାପୟୁକ୍ତ ତିକ୍ତ ଜଳ ତୁମ୍ଭ ଉପରେ କୌଣସି ପ୍ରଭାବ ପକାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାଜକ ସେହି ସ୍ତ୍ରୀକି ଶପଥ କରାଇ କହିବ, ଯେବେ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ଵାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ‘ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ଶରୀର ମିଳନ ନ ଥାଏ, ତୁମ୍ଭେ ଯେତେବେଳେ ତୁମ୍ଭ ସ୍ୱାମୀକୁ ବିବାହ କରିଥିଲ, ତେବେ ଏହି ଶାପଯୁକ୍ତ ତିକ୍ତ ଜଳ ତୁମ୍ଭ ଉପରେ କୌଣସି ପ୍ରଭାବ ପକାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ।
Odia IRV 2017 (ଓଡିଆ ବାଇବେଲ)