Numbers 5:2 — Compare Translations

5 translations compared side by side

Odia - 1840
"ଏକ ମନୁଷ୍ଯକୁ, ଯାହାକୁ ହାନିକାରକ ଚର୍ମରୋଗ ପ୍ରମହେ ଓ ୟିଏ ମୃତଶବକୁ ଛୁଇଁଥାଏ ସେ ନିଶ୍ଚଯ ଛାଉଣୀରୁ ବାହାରକୁ ୟିବ, ଇଶ୍ରାୟେଲ ଲୋକମାନଙ୍କୁ ଏହି ଆଜ୍ଞା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ କୁଷ୍ଠୀକି ଓ ପ୍ରତ୍ୟେକ ପ୍ରମେହୀକି ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକି ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
“ଏକ ମନୁଷ୍ୟକୁ, ଯାହାକୁ ହାନିକାରକ ଚର୍ମରୋଗ ପ୍ରମେହ ଓ ଯିଏ ମୃତଶବକୁ ଛୁଇଁଥାଏ ସେ ନିଶ୍ଚୟ ଛାଉଣିରୁ ବାହାରକୁ ଯିବ, ଇସ୍ରାଏଲ ଲୋକମାନଙ୍କୁ ଏହି ଆଜ୍ଞା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ।
Odia IRV 2017 (ଓଡିଆ ବାଇବେଲ)
“ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆଜ୍ଞା ଦିଅ।”