Numbers 5:20 — Compare Translations
5 translations compared side by side
Odia - 1840
"ମାତ୍ର ଯବେେ ତୁମ୍ଭେ ସ୍ବାମୀଙ୍କ ବିବାହ କରିବା ବେଳେ ବିପଥଗାମିନୀ ହାଇେଥାଅ ଓ ସ୍ବାମୀକୁ ଛାଡି ଅନ୍ୟ ପୁରୁଷ ସହିତ ଶଯନ କରିଥାଅ, ତବେେ ତୁମ୍ଭେ କଳୁଷିତ ହାଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେ ଆପଣା ସ୍ଵାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି ତୁମ୍ଭ ସ୍ଵାମୀ ଛଡ଼ା ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯେବେ ତୁମ୍ଭେ ସ୍ୱାମୀଙ୍କ ବିବାହ କରିବା ବେଳେ ବିପଥଗାମିନୀ ହୋଇଥାଅ ଓ ସ୍ୱାମୀକୁ ଛାଡ଼ି ଅନ୍ୟ ପୁରୁଷ ସହିତ ଶୟନ କରିଥାଅ, ତେବେ ତୁମ୍ଭେ କଳୁଷିତ ହୋଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;