Numbers 5:21 — Compare Translations

5 translations compared side by side

Odia - 1840
"ତଦନନ୍ତର ଯାଜକ ସେ ସ୍ତ୍ରୀକୁ ଅଭିଶାପର ଶପଥ କରାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ତଦନନ୍ତର ଯାଜକ ସେ ସ୍ତ୍ରୀକୁ ଅଭିଶାପର ଶପଥ କରାଇବ।’ “ଏବଂ ଯାଜକ ସେହି ସ୍ତ୍ରୀକୁ କହିବ ସଦାପ୍ରଭୁ ତୁମ୍ଭଙ୍କୁ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅଭିଶପ୍ତ କରନ୍ତୁ, ଯେତେବେଳେ ସଦାପ୍ରଭୁ ତୁମ୍ଭର ପ୍ରଜନନ ଅଙ୍ଗକୁ ଫୁଲାଇ ପକାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;