Numbers 5:23 — Compare Translations
5 translations compared side by side
Odia - 1840
"ତା'ପରେ ଯାଜକ ସହେି ଅଭିଶାପଗୁଡିକ ଏକ ନଳାକାର ପୁସ୍ତକରେ ଲେଖିବ ଏବଂ ସହେି ଶାପଗୁଡିକ ପାଣି ରେ ଧୋଇଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାଜକ ସେହି ଶାପର କଥା ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ଯାଜକ ସେହି ଅଭିଶାପଗୁଡ଼ିକ ଏକ ନଳାକାର ପୁସ୍ତକରେ ଲେଖିବ ଏବଂ ସେହି ଶାପଗୁଡ଼ିକ ପାଣିରେ ଧୋଇଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ।