Numbers 5:24 — Compare Translations
5 translations compared side by side
Odia - 1840
"ତା'ପରେ ଯାଜକ ସହେି ସ୍ତ୍ରୀକୁ ଶାପଜନକ ତିକ୍ତଜଳ ପିଆଇବ। ତହିଁରେ ସହେି ଶାପଜନକ ତିକ୍ତଜଳ ତା'ର ଉଦର ରେ ପ୍ରବେଶକରିବ ଏବଂ କଷ୍ଟ ଦବୋର କାରଣ ହବେ, ଯଦି ସେ ଦୋଷୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସେହି ସ୍ତ୍ରୀକି ଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଜକ ସେହି ସ୍ତ୍ରୀକୁ ଶାପଜନକ ତିକ୍ତଜଳ ପିଆଇବ। ତହିଁରେ ସେହି ଶାପଜନକ ତିକ୍ତଜଳ ତା’ର ଉଦରରେ ପ୍ରବେଶ କରିବ ଏବଂ କଷ୍ଟ ଦେବାର କାରଣ ହେବ, ଯଦି ସେ ଦୋଷୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ।