Numbers 5:25 — Compare Translations

5 translations compared side by side

Odia - 1840
"ଆଉ ଯାଜକ ସହେି ସ୍ତ୍ରୀର ହସ୍ତରୁ ସହେି ଈର୍ଷାର ଭକ୍ଷ୍ଯ ନବୈେଦ୍ଯ ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଉଠାଇବ, ଏବଂ ବଦେୀ ଉପରକୁ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି ବେଦି ଉପରକୁ ଆଣିବ;
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉଠାଇବ, ଏବଂ ବେଦି ଉପରକୁ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;
Odia IRV 2017 (ଓଡିଆ ବାଇବେଲ)
ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;