Numbers 5:26 — Compare Translations
5 translations compared side by side
Odia - 1840
"ତହୁଁ ଯାଜକ ସହେି ଭକ୍ଷ୍ଯ ନବୈେଦ୍ଯରୁ ମୁଠାଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନଇେ ବଦେି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତା ରେ ସହେି ସ୍ତ୍ରୀକୁ ସହେି ଜଳ ପାନ କରାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ସେହି ଭକ୍ଷ୍ୟ-ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକି ସେହି ଜଳ ପାନ କରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠାଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ସେହି ଭକ୍ଷ୍ୟ-ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।