Numbers 5:28 — Compare Translations

5 translations compared side by side

Odia - 1840
"କିନ୍ତୁ ଯଦି ସହେି ସ୍ତ୍ରୀ ଅସତ୍ଯ ବ୍ଯବହାର ନକରିଥାଏ କିନ୍ତୁ ପବିତ୍ର, ତବେେ ସହେି ଅଭିଶାପରୁ ମୁକ୍ତ ହବେ ଏବଂ ଗର୍ଭଧାରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ସେହି ସ୍ତ୍ରୀ ଅସତ୍ୟ ବ୍ୟବହାର ନ କରିଥାଏ କିନ୍ତୁ ପବିତ୍ର, ତେବେ ସେହି ଅଭିଶାପରୁ ମୁକ୍ତ ହେବ ଏବଂ ଗର୍ଭଧାରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।