Numbers 5:31 — Compare Translations

5 translations compared side by side

Odia - 1840
"ତହିଁରେ ସହେି ପୁରୁଷ ଅପରାଧରୁ ମୁକ୍ତ ହବେ ଓ ସେ ସ୍ତ୍ରୀ ଅପରାଧ ବହନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେ ସ୍ତ୍ରୀ ଅପରାଧ ବହନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବୋହିବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବୋହିବ।