Numbers 5:4 — Compare Translations

5 translations compared side by side

Odia - 1840
"ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ଇଶ୍ରାୟେଲ ସନ୍ତାନଗଣ ପରମେଶ୍ବରଙ୍କ ଆଜ୍ଞା ପାଳନ କଲେ ଓ ସମାନଙ୍କେୁ ଛାଉଣୀର ବାହା ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିରୂପ କଲେ, ପୁଣି ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ-ସନ୍ତାନଗଣ ସେପରି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ପରମେଶ୍ୱରଙ୍କ ଆଜ୍ଞା ପାଳନ କଲେ ଓ ସେମାନଙ୍କୁ ଛାଉଣିର ବାହାରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିରୂପ କଲେ, ପୁଣି, ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ-ସନ୍ତାନଗଣ ସେପରି କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ସନ୍ତାନଗଣ ସେହିରୂପ କଲେ, ପୁଣି, ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ ସନ୍ତାନଗଣ ସେପରି କଲେ।