Numbers 5:7 — Compare Translations
5 translations compared side by side
Odia - 1840
"ତେଣୁ ସେ ଲୋକ ଆପଣାକୃତ ପାପ ସ୍ବୀକାର କରିବ ଓ ସମ୍ପୂର୍ଣରୂପେ ଆପଣା ପାଇଁ କ୍ଷତିପୂରଣ ଦବେ ଓ ତହିଁରେ ପାଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧ ରେ ଦୋଷ କରିଛି ତାକୁ ପରିଶାଧେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ଆପଣା କୃତ ପାପ ସ୍ଵୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ହେତୁରୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ଲୋକ ଆପଣାକୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ପାଇଁ କ୍ଷତିପୂରଣ ଦେବ ଓ ତହିଁରେ ପାଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଛି ତାକୁ ପରିଶୋଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।