Numbers 5:8 — Compare Translations

5 translations compared side by side

Odia - 1840
"ଦୋଷକର୍ତ୍ତା ଦୋଷ ପାଇଁ ଯାହାକୁ କ୍ଷତିପୂରଣ ଦବୋ କଥା ସେ ଯଦି ମୃତ ହାଇେଥାଏ ଓ ତାହାର ଜ୍ଞାତି ରେ କହେି ନଥାନ୍ତି, ତବେେ ସେ ସଦାପ୍ରଭୁଙ୍କୁ ପରିଶାଧେ କରିବ। ସଦାପ୍ରଭୁଙ୍କୁ କ୍ଷତିପୂରଣ ଦବେ, ତାହା ଯାଜକର ହବେ ଓ ତାହା ସହିତ ସହେି ମନୁଷ୍ଯ ତା'ର ପ୍ରାଯଶ୍ଚିତ ପାଇଁ ଏକ ମଷେ ବଳି ଉସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯେବେ ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ଛଡ଼ା ଯଦ୍ଦ୍ଵାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୋଷକର୍ତ୍ତା ଦୋଷ ପାଇଁ ଯାହାକୁ କ୍ଷତିପୂରଣ ଦେବା କଥା ସେ ଯଦି ମୃତ ହୋଇଥାଏ ଓ ତାହାର ଜ୍ଞାତିରେ କେହି ନ ଥା’ନ୍ତି, ତେବେ ସେ ସଦାପ୍ରଭୁଙ୍କୁ ପରିଶୋଧ କରିବ। ସଦାପ୍ରଭୁଙ୍କୁ କ୍ଷତିପୂରଣ ଦେବ, ତାହା ଯାଜକର ହେବ ଓ ତାହା ସହିତ ସେହି ମନୁଷ୍ୟ ତା’ର ପ୍ରାୟଶ୍ଚିତ ପାଇଁ ଏକ ମେଷ ବଳି ଉସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)