Numbers 5:9 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଲୋକମାନେ ନିଜନିଜ ପବିତ୍ର-ବସ୍ତୁ ମଧ୍ଯରୁ ଯାହା ଯାହା ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ଲୋକମାନେ ନିଜ ନିଜ ପବିତ୍ର-ବସ୍ତୁ ମଧ୍ୟରୁ ଯାହା ଯାହା ଉପହାର ଯାଜକ ନିକଟକୁ ଆଣନ୍ତି, ତାହା ସବୁ ତାହାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ।