Numbers 6:11 — Compare Translations
5 translations compared side by side
Odia - 1840
"ଆଉ ଯାଜକ ତହିଁରୁ ଗୋଟିଏକୁ ପାପାର୍ଥକ ନବୈେଦ୍ଯ ରୂପେ ଓ ଅନ୍ୟଟି ହାମବେଳି ରୂପେ ଉତ୍ସର୍ଗ କରିବ। ସେ ଶବ ସମନ୍ଧ ରେ ଯେଉଁ ପାପ ନାସରୀଯ କଲା, ତହିଁ ଲାଗି ପ୍ରାଯଶ୍ଚିତ କରିବ ଓ ସେ ସହେିଦିନ ପୁନର୍ବାର ତା'ର ମସ୍ତକ ପବିତ୍ର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାଜକ ତହିଁରୁ ଗୋଟିକି ପାପାର୍ଥେ ଓ ଅନ୍ୟଟିକି ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହିଦିନ ତାହାର ମସ୍ତକ ପବିତ୍ର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯାଜକ ତହିଁରୁ ଗୋଟିଏକୁ ପାପାର୍ଥକ ନୈବେଦ୍ୟ ରୂପେ ଓ ଅନ୍ୟଟି ହୋମବଳି ରୂପେ ଉତ୍ସର୍ଗ କରିବ। ସେ ଶବ ସମନ୍ଧରେ ଯେଉଁ ପାପ ନାସରୀୟ କଲା, ତହିଁ ଲାଗି ପ୍ରାୟଶ୍ଚିତ କରିବ ଓ ସେ ସେହି ଦିନ ପୁନର୍ବାର ତା’ର ମସ୍ତକ ପବିତ୍ର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାଜକ ତହିଁରୁ ଗୋଟିକୁ ପାପାର୍ଥେ ଓ ଅନ୍ୟଟିକୁ ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହି ଦିନ ତାହାର ମସ୍ତକ ପବିତ୍ର କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାଜକ ତହିଁରୁ ଗୋଟିକୁ ପାପାର୍ଥେ ଓ ଅନ୍ୟଟିକୁ ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହିଦିନ ତାହାର ମସ୍ତକ ପବିତ୍ର କରିବ।