Numbers 6:12 — Compare Translations
5 translations compared side by side
Odia - 1840
"ତହୁଁ ସେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ପୃଥକ ହାଇେ ରହିବା ଦିନମାନ ପୃଥକ କରିବ, ପୁଣି ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀଯ ଗୋଟିଏ ମଷେବତ୍ସ ଆଣିବ ମାତ୍ର ପୂର୍ବ ଦିନ ସବୁ ବୃଥା ହବେ, କାରଣ ତାହାର ପୃଥକୀକରଣ ନିରର୍ଥକ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହୋଇ ରହିବା ଦିନମାନ ପୃଥକ କରିବ, ପୁଣି ଦୋଷାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକକରଣ ଅଶୁଚି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହୋଇ ରହିବା ଦିନମାନ ପୃଥକ୍ କରିବ, ପୁଣି ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ ମାତ୍ର ପୂର୍ବ ଦିନ ସବୁ ବୃଥା ହେବ, କାରଣ ତାହାର ପୃଥକୀକରଣ ନିରର୍ଥକ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହୋଇ ରହିବା ଦିନମାନ ପୃଥକ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକକରଣ ଅଶୁଚି ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହୋଇ ରହିବା ଦିନମାନ ପୃଥକ୍ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକକରଣ ଅଶୁଚି ହେଲା।