Numbers 6:13 — Compare Translations

5 translations compared side by side

Odia - 1840
" ସହେି ମନୁଷ୍ଯ ଆଉ ପୃଥକ ରହିବା ଦିନ ସମ୍ପୂର୍ଣ ହେଲେ ନାସରୀଯ ପ୍ରତିଜ୍ଞା ବ୍ଯବସ୍ଥା ଅନୁସାରେ ବ୍ରତକାରୀ ସମାଗମ ତମ୍ବୁ ଦ୍ବାର ନିକଟକୁ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା; ବ୍ରତକାରୀ ସମାଗମ-ତମ୍ଵୁ ଦ୍ଵାର ନିକଟକୁ ଅଣାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ମନୁଷ୍ୟ ଆଉ ପୃଥକ୍ ରହିବା ଦିନ ସମ୍ପୂର୍ଣ୍ଣ ହେଲେ ନାସରୀୟ ପ୍ରତିଜ୍ଞା ବ୍ୟବସ୍ଥା ଅନୁସାରେ ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ପୃଥକ୍ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।