Numbers 6:14 — Compare Translations

5 translations compared side by side

Odia - 1840
"ପୁଣି ସେ ସଦାପ୍ରଭୁଙ୍କ ପାଇଁ ତାହାର ଭଟେି ଆଣିବ ଗୋଟିଏ ଏକବର୍ଷୀଯ ହୃଷ୍ଟପୃଷ୍ଟ ଫୁ ମଷେ ହାମବେଳି ପାଇଁ ଆଣିବ। ଗୋଟିଏ ହୃଷ୍ଟପୃଷ୍ଟ ମଷେ ପାପାର୍ଥକ ବଳି ନିମନ୍ତେ ଓ ଗୋଟିଏ ହୃଷ୍ଟପୃଷ୍ଟ ଅଣ୍ତିରା ମେଣ୍ତା ମଙ୍ଗଳାର୍ଥକ ନବୈେଦ୍ଯକୁ ରୂପେ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ହୋମାର୍ଥେ ଏକବର୍ଷୀୟ ନିଖୁ; ଏକ ମେଷବତ୍ସ ଓ ପାପାର୍ଥେ ଏକବର୍ଷୀୟ ନିଖୁ; ଏକ ମେଷବତ୍ସ ଓ ମଙ୍ଗଳାର୍ଥେନିଖୁ; ଏକ ମେଷ
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ସଦାପ୍ରଭୁଙ୍କ ପାଇଁ ତାହାର ଭେଟି ଆଣିବ, ଗୋଟିଏ ଏକବର୍ଷୀୟ ହୃଷ୍ଟପୁଷ୍ଟ ପୁଂ ମେଷ ହୋମବଳି ପାଇଁ ଆଣିବ। ଗୋଟିଏ ହୃଷ୍ଟପୁଷ୍ଟ ମେଷ ପାପାର୍ଥକ ବଳି ନିମନ୍ତେ ଓ ଗୋଟିଏ ହୃଷ୍ଟପୁଷ୍ଟ ଅଣ୍ତିରା ମେଣ୍ଢା ମଙ୍ଗଳାର୍ଥକ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ହୋମାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ହୋମାର୍ଥେ ଏକବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ