Numbers 6:15 — Compare Translations
5 translations compared side by side
Odia - 1840
"ସେ ଉତ୍ସର୍ଗ କରିବ, ଏକ ଡାଲା ତାଡିଶୂନ୍ଯ ରୋଟୀ ଭଲ ମଇଦା ରେ, ତଲେ ମିଶାଇ ବନାଇବ ଏବଂ ତାଡିଶୂନ୍ଯ ସରୁ ପିଠା ତଲେ ତାହା ଉପରେ ଦଇେ ବନା ହବେ। ଓ ତହିଁର ଶସ୍ଯ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଏକ ଡାଲା ତାଡ଼ିଶୂନ୍ୟ ରୋଟୀ, ତୈଳମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଉତ୍ସର୍ଗ କରିବ, ଏକ ଡାଲା ତାଡ଼ିଶୂନ୍ୟ ରୋଟୀ ଭଲ ମଇଦାରେ, ତେଲ ମିଶାଇ ବନାଇବ ଏବଂ ତାଡ଼ିଶୂନ୍ୟ ସରୁ ପିଠା ତେଲ ତାହା ଉପରେ ଦେଇ ବନା ହେବ। ଓ ତହିଁର ଶସ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।