Numbers 6:17 — Compare Translations
5 translations compared side by side
Odia - 1840
"ଏହାପରେ ସେ ତାଡିଶୂନ୍ଯ ରୋଟୀର ଡାଲା ଏବଂ ମଷେକୁ ମଙ୍ଗଳାର୍ଥକ ନବୈେଦ୍ଯ ରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍। ଯାଜକ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୋଟୀର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ତାଡ଼ିଶୂନ୍ୟ ରୋଟୀର ଡାଲା ଏବଂ ମେଷକୁ ମଙ୍ଗଳାର୍ଥକ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍। ଯାଜକ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।