Numbers 6:18 — Compare Translations
5 translations compared side by side
Odia - 1840
"ପୁଣି ନାସରୀଯ ବ୍ରତ ରେ ଥିବା ସମୟରେ ସହେି ବ୍ଯକ୍ତି ସମାଗମ ତମ୍ବୁର ସମ୍ମୁଖ ରେ ଆପଣା ମସ୍ତକ ଲଣ୍ତା କରିବ ଓ ସେ କେଶ ନଇେ ମଙ୍ଗଳାର୍ଥକ ନବୈେଦ୍ଯକୁ ଦଗ୍ଧ କରୁଥିବା ଅଗ୍ନି ରେ ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ନାସରୀୟ ଲୋକ ସମାଗମ-ତମ୍ଵୁ ଦ୍ଵାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ତନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ନାସରୀୟ ବ୍ରତରେ ଥିବା ସମୟରେ ସେହି ବ୍ୟକ୍ତି ସମାଗମ-ତମ୍ବୁର ସମ୍ମୁଖରେ ଆପଣା ମସ୍ତକ ଲଣ୍ତା କରିବ ଓ ସେ କେଶ ନେଇ ମଙ୍ଗଳାର୍ଥକ ନୈବେଦ୍ୟକୁ ଦଗ୍ଧ କରୁଥିବା ଅଗ୍ନିରେ ପକାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।
Odia IRV 2017 (ଓଡିଆ ବାଇବେଲ)
ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।