Numbers 6:2 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଲୋକମାନଙ୍କୁ ଏହିସବୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଉତ୍ସର୍ଗିତ ହବୋ ନିମନ୍ତେ ବିଶଷେ ନାସରୀଯ ପ୍ରତିଜ୍ଞା କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯେବେ ନାସରୀୟ କୌଣସି ବିଶେଷ ବ୍ରତ କରେ,
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ଲୋକମାନଙ୍କୁ ଏହିସବୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ହେବା ନିମନ୍ତେ ବିଶେଷ ନାସରୀୟ ପ୍ରତିଜ୍ଞା କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ,
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ,