Numbers 6:20 — Compare Translations
5 translations compared side by side
Odia - 1840
"ତା'ପରେ ଯାଜକ ଦୋଳନୀଯ ନବୈେଦ୍ଯ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖ ରେ ଟକେିବ, ସହେି ଛାତି ଓ ଗୋଡ ନବୈେଦ୍ଯ ଯାଜକ ପାଇଁ ଏକ ପବିତ୍ର ଉପହାର ଅଟେ। ତା'ପରେ ସହେି ନାସରୀଯ ବ୍ରତ କରିଥିବା ବ୍ଯକ୍ତି ଦ୍ରାକ୍ଷାରସ ପାନ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଜକ ଦୋଳନୀୟ ନୈବେଦ୍ୟ ତାହା ସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଟେକିବ, ସେହି ଛାତି ଓ ଗୋଡ଼ ନୈବେଦ୍ୟ ଯାଜକ ପାଇଁ ଏକ ପବିତ୍ର ଉପହାର ଅଟେ। ତା’ପରେ ସେହି ନାସରୀୟ ବ୍ରତ କରିଥିବା ବ୍ୟକ୍ତି ଦ୍ରାକ୍ଷାରସ ପାନ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।